Ezekiel 47:4 — Compare Translations

5 translations compared side by side

Odia - 1840
"ପୁଣି ସେ 1,000 ହାତ ମାପିଲେ ଓ ମାେତେ ଜଳ ମଧ୍ଯଦଇେ ଗମନ କରାଇଲେ, ଜଳ ଆଣ୍ଠୁ ପର୍ୟ୍ଯନ୍ତ ହେଲା। ପୁନର୍ବାର 1,000 ହାତ ମାପିଲେ ଓ ଜଳ ମଧ୍ଯଦଇେ ମାେତେ ଗମନ କରାଇଲେ, ଜଳ ଅଣ୍ଟା ପର୍ୟ୍ଯନ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା । ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ 1000 ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର 1000 ହାତ ମାପିଲେ ଓ ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ ଅଣ୍ଟା ପର୍ଯ୍ୟନ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।