Ezekiel 47:5 — Compare Translations

5 translations compared side by side

Odia - 1840
"ତାହାପ ରେ ସେ ଆଉ 1,000 ହାତ ମାପିଲେ। ସେତବେେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ଯ ଦଇେ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥାନ୍ତା, କିନ୍ତୁ କହେି ପାର ହାଇପୋରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ସେ ଆଉ 1000 ହାତ ମାପିଲେ। ସେତେବେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ୟଦେଇ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥା’ନ୍ତା, କିନ୍ତୁ କେହି ପାର ହୋଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।