Ezekiel 47:6 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମାେତେ କହିଲେ, ହେ ମନୁଷ୍ଯ ସନ୍ତାନ, ତୁମ୍ଭେ ଏହା ଦେଖିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଏହା ଦେଖିଲ କି?” ତହୁଁ ସେ ମୋତେ ଫେରାଇ ନଦୀ ତୀରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।