Ezekiel 47:7 — Compare Translations
5 translations compared side by side
Odia - 1840
"ମୁଁ ଫରେି ଆସିଲା ବେଳେ ନଦୀ ତୀରର ଉଭୟ ପାଶର୍ବ ରେ ଅନକଗେୁଡ଼ିଏ ବଡ଼ ବଡ଼ ବୃକ୍ଷ ଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଫେରି ଆସିଲା ବେଳେ ନଦୀ ତୀରର ଉଭୟ ପାର୍ଶ୍ୱରେ ଅନେକଗୁଡ଼ିଏ ବଡ଼ ବଡ଼ ବୃକ୍ଷ ଥିବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।