Ezekiel 47:8 — Compare Translations
5 translations compared side by side
Odia - 1840
"ଲୋକଟି ମାେତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି। ଆଉ ତାହା ପ୍ରବାହିତ ହାଇେ ଆରବ୍ବାକୁ ୟିବ, ଆଉ ତାହା ମୃତ ସମୁଦ୍ରକୁ ୟିବ, ଏବଂ ଯେତବେେଳେ ଏହା ସମୁଦ୍ର ରେ ପ୍ରବେଶ କଲେ, ଏହାର ଜଳ ନିର୍ମଳ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଟି ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି। ଆଉ ତାହା ପ୍ରବାହିତ ହୋଇ ଆରବ୍ବାକୁ ଯିବ, ଆଉ ତାହା ମୃତ ସମୁଦ୍ରକୁ ଯିବ, ଏବଂ ଯେତେବେଳେ ଏହା ସମୁଦ୍ରରେ ପ୍ରବେଶ କରେ, ଏହାର ଜଳ ନିର୍ମଳ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।