Ezekiel 47:9 — Compare Translations
5 translations compared side by side
Odia - 1840
"ପୁନଶ୍ଚ ଏହି ଦନୀସବୁ ଯେଉଁ ସମସ୍ତ ସ୍ଥାନ ଦଇେ ବହିବ, ସେ ସ୍ଥାନସ୍ଥିତ ବହୁ ସଂଖ୍ଯକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେ ସ୍ଥାନ ରେ ଅପାର ମତ୍ସ୍ଯ ହବେେ। କାରଣ ଏହିସବୁ ଜଳ ସେ ସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହବେ। ଆଉ ଯେଉଁ ସ୍ଥାନ ଦଇେ ଏହା ପ୍ରବାହିତ ହବେ, ସେ ସ୍ଥାନ ରେ ସମସ୍ତେ ସଂଜୀବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁନଶ୍ଚ ଏହି ଦନୀସବୁ ଯେଉଁ ସମସ୍ତ ସ୍ଥାନ ଦେଇ ବହିବ, ସେ ସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେ ସ୍ଥାନରେ ଅପାର ମତ୍ସ୍ୟ ହେବେ। କାରଣ ଏହିସବୁ ଜଳ ସେ ସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ। ଆଉ ଯେଉଁ ସ୍ଥାନ ଦେଇ ଏହା ପ୍ରବାହିତ ହେବ, ସେ ସ୍ଥାନରେ ସମସ୍ତେ ସଂଜୀବିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
Odia IRV 2017 (ଓଡିଆ ବାଇବେଲ)