Ezekiel 48:10 — Compare Translations

5 translations compared side by side

Odia - 1840
"ସହେି ବିଶଷେ ଭୂମି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବିଶେଷ ଭୂମି “ଯାଜକମାନଙ୍କ ପାଇଁ ହେବ। ତାହା ଉତ୍ତରରେ 25,000 ହାତ ଦୈର୍ଘ୍ୟ ଓ ପଶ୍ଚିମରେ 10,000 ହାତ ପ୍ରସ୍ଥ ହେବ। ପୁଣି ପୂର୍ବ ଆଡ଼େ 10,000 ହାତ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ 25,000 ହାତ ଦୈର୍ଘ୍ୟ ହେବ। ଏହାର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ମନ୍ଦିର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।
Odia IRV 2017 (ଓଡିଆ ବାଇବେଲ)