Ezekiel 48:11 — Compare Translations

5 translations compared side by side

Odia - 1840
"ତାହା ସାଦୋକର ସନ୍ତାନଗଣ ମଧ୍ଯରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହବେ। ଯେଉଁମାନେ ମାେତେ ବିଶ୍ବସ୍ତ ଭାବରେ ସବୋ କରିଛନ୍ତି, କାରଣ ସମାନେେ ଆମର ରକ୍ଷଣୀଯ। ଇଶ୍ରାୟେଲର ପରିବାରବର୍ଗ ବିପଥଗାମୀ ହବୋ ସମୟର ଲବେୀୟମାନେ ଯେପରି ବିପଥଗାମୀ ହେଲେ, ସମାନେେ ସପରେି ବିପଥଗାମୀ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହେବ। ଯେଉଁମାନେ ମୋତେ ବିଶ୍ୱସ୍ତ ଭାବରେ ସେବା କରିଛନ୍ତି, କାରଣ ସେମାନେ ଆମର ରକ୍ଷଣୀୟ। ଇସ୍ରାଏଲର ପରିବାରବର୍ଗ ବିପଥଗାମୀ ହେବା ସମୟର ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)