Ezekiel 48:12 — Compare Translations

5 translations compared side by side

Odia - 1840
"ସମାନେେ ମହାପବିତ୍ର ଭୂମିରୁ ଲବେୀୟମାନଙ୍କ ସୀମା ପାଖ ରେ ଏକ ବିଶଷେ ଭାଗ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମହାପବିତ୍ର ଭୂମିରୁ ଲେବୀୟମାନଙ୍କ ସୀମା ପାଖରେ ଏକ ବିଶେଷ ଭାଗ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ।