Ezekiel 48:13 — Compare Translations

5 translations compared side by side

Odia - 1840
"ସୀମା ସହିତ ଯାଜକମାନେ, ଲବେୀୟମାନେ 25,000 ହାତ ର୍ଦୈଘ୍ଯ, 10,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ପାଇବେ। ସମୁଦାଯ ଭୂମିର ର୍ଦୈଘ୍ଯ 25,000 ଓ ପ୍ରସ୍ଥ 10,000 ହାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସୀମା ସହିତ ଯାଜକମାନେ, ଲେବୀୟମାନେ 25,000 ହାତ ଦୈର୍ଘ୍ୟ, 10,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ପାଇବେ। ସମୁଦାୟ ଭୂମିର ଦୈର୍ଘ୍ୟ 25,000 ଓ ପ୍ରସ୍ଥ 10,000 ହାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।