Ezekiel 48:14 — Compare Translations

5 translations compared side by side

Odia - 1840
"ସମାନେେ ସହେି ଭୂମିରୁ କିଛି ବିକ୍ରଯ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ଯ ପରିବର୍ତ୍ତିତ ହବେ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ୟ ପରିବର୍ତ୍ତିତ ହେବ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।