Ezekiel 48:15 — Compare Translations

5 translations compared side by side

Odia - 1840
"ଆଉ 25,000 ହାତ ର୍ଦୈଘ୍ଯ ଓ 5,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ଯେଉଁ ଅବଶିଷ୍ଟ ରହିବ ତାହା ସର୍ବସାଧାରଣ ବ୍ଯବହାର, ନଗର, ବସତିସ୍ଥାନ ଓ ଚାରଣ ଭୂମି ନିମନ୍ତେ ରହିବ ଓ ତାହାର ମଧ୍ଯସ୍ଥାନ ରେ ନଗର ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନଗର ସମ୍ପତ୍ତି ପାଇଁ ବିଭାଗ ବଣ୍ଟନ “ଆଉ 25,000 ହାତ ଦୈର୍ଘ୍ୟ ଓ 5000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ଯେଉଁ ଅବଶିଷ୍ଟ ରହିବ ତାହା ସର୍ବସାଧାରଣ ବ୍ୟବହାର, ନଗର, ବସତିସ୍ଥାନ ଓ ଗ୍ଭରଣଭୂମି ନିମନ୍ତେ ରହିବ ଓ ତାହାର ମଧ୍ୟସ୍ଥାନରେ ନଗର ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ।