Ezekiel 48:16 — Compare Translations

5 translations compared side by side

Odia - 1840
"ନଗରର ପରିମାପ ଏହିପରି ହବେ। ଏହାର ଉତ୍ତର ସୀମା, ଦକ୍ଷିଣ ସୀମା, ପୂର୍ବ ସୀମା ଓ ପଶ୍ଚିମ ସୀମା ପ୍ରେତ୍ୟକକ 4,500 ହାତ ବିଶିଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନଗରର ପରିମାପ ଏହିପରି ହେବ। ଏହାର ଉତ୍ତର ସୀମା, ଦକ୍ଷିଣ ସୀମା, ପୂର୍ବ ସୀମା ଓ ପଶ୍ଚିମ ସୀମା ପ୍ରତ୍ୟେକ 4500 ହାତ ବିଶିଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ।