Ezekiel 48:17 — Compare Translations
5 translations compared side by side
Odia - 1840
"ଆଉ ନଗରର ଚାରଣ ଭୂମି ହବେ। ତାହାର ଉତ୍ତର ଦକ୍ଷିଣ, ପୂର୍ବ ଓ ପଶ୍ଚିମ ସୀମା ପ୍ରେତ୍ୟକକ 250 ହାତ ବିଶିଷ୍ଟ ଭୂମି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନଗରର ଗ୍ଭରଣଭୂମି ହେବ। ତାହାର ଉତ୍ତର ଦକ୍ଷିଣ, ପୂର୍ବ ଓ ପଶ୍ଚିମ ସୀମା ପ୍ରତ୍ୟେକ 250 ହାତ ବିଶିଷ୍ଟ ଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ।