Ezekiel 48:18 — Compare Translations

5 translations compared side by side

Odia - 1840
"ପୁଣି ପବିତ୍ର ଉପହାର ଭୂମି ର୍ଦୈଘ୍ଯାନୁସା ରେ ଯେଉଁ ଅବଶିଷ୍ଟ ଭୂମି ପୂର୍ବ ଆଡ଼େ 10,000 ହାତ ଓ ପଶ୍ଚିମ ଆଡ଼େ 10,000 ହାତ ହବେ। ଆଉ ତାହା ନଗରର କାର୍ୟ୍ଯ କର୍ତ୍ତାମାନଙ୍କ ପାଇଁ ଖାଦ୍ୟ ଉତ୍ପନ୍ନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ଆଡ଼େ ଦଶ ହଜାର ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପବିତ୍ର ଉପହାର ଭୂମି ଦୈର୍ଘ୍ୟାନୁସାରେ ଯେଉଁ ଅବଶିଷ୍ଟ ଭୂମି ପୂର୍ବ ଆଡ଼େ 10,000 ହାତ ଓ ପଶ୍ଚିମ ଆଡ଼େ 10,000 ହାତ ହେବ। ଆଉ ତାହା ନଗରର କାର୍ଯ୍ୟ କର୍ତ୍ତାମାନଙ୍କ ପାଇଁ ଖାଦ୍ୟ ଉତ୍ପନ୍ନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।
Odia IRV 2017 (ଓଡିଆ ବାଇବେଲ)