Ezekiel 48:19 — Compare Translations

5 translations compared side by side

Odia - 1840
"ଆଉ ଇଶ୍ରାୟେଲର ୟାବତୀଯ ପରିବାରବର୍ଗ ସହେି ଭୂମିରେ କୃଷି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇସ୍ରାଏଲର ଯାବତୀୟ ପରିବାରବର୍ଗ ସେହି ଭୂମିରେ କୃଷି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।