Ezekiel 48:20 — Compare Translations

5 translations compared side by side

Odia - 1840
"ସମୁଦାଯ ଉପହାର ଭୂମିର ର୍ଦୈଘ୍ଯ 25,000 ହାତ ଓ ପ୍ରସ୍ଥ 25,000 ହାତ ହବେ। ସ୍ବତନ୍ତ୍ର ବ୍ଯବହାର ନିମନ୍ତେ ଏହି ଭୂମିକୁ ବ୍ଯବହାର କରାୟିବ। ସେଥିରୁ ଏକ ଭାଗ ଯାଜକମାନଙ୍କ ନିମନ୍ତେ, ଏକ ଭାଗ ଲବେୀୟମାନଙ୍କ ନିମନ୍ତେ ଓ ଏକ ଭାଗ ନଗର ନିମନ୍ତେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସମୁଦାୟ ଉପହାର ଭୂମିର ଦୈର୍ଘ୍ୟ 25,000 ହାତ ଓ ପ୍ରସ୍ଥ 25,000 ହାତ ହେବ। ସ୍ୱତନ୍ତ୍ର ବ୍ୟବହାର ନିମନ୍ତେ ଏହି ଭୂମିକୁ ବ୍ୟବହାର କରାଯିବ। ସେଥିରୁ ଏକ ଭାଗ ଯାଜକମାନଙ୍କ ନିମନ୍ତେ, ଏକ ଭାଗ ଲେବୀୟମାନଙ୍କ ନିମନ୍ତେ ଓ ଏକ ଭାଗ ନଗର ନିମନ୍ତେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।