Ezekiel 48:21 — Compare Translations

5 translations compared side by side

Odia - 1840
"ଭୂମିର ଅଂଶ ପବିତ୍ର ମନ୍ଦିର ପାଇଁ ଅଲଗା ରଖାଗଲା ଏବଂ ସହର ମୁଖ୍ଯଙ୍କ ପାଖକୁ ୟିବା ଉଚିତ୍। ଅର୍ଥାତ୍ ଅନ୍ଯାନ୍ଯ ଅଂଶ ଅନୁସାରେ ପୂର୍ବସୀମା ଆଡ଼େ 25,000 ହାତ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗ ରେ ପଶ୍ଚିମ ଆଡ଼େ 25,000 ହାତ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଭୂମିର ଅଂଶ ପବିତ୍ର ମନ୍ଦିର ପାଇଁ ଅଲଗା ରଖାଗଲା ଏବଂ ସହର ମୁଖ୍ୟଙ୍କ ପାଖକୁ ଯିବା ଉଚିତ୍। ଅର୍ଥାତ୍ ଅନ୍ୟାନ୍ୟ ଅଂଶ ଅନୁସାରେ ପୂର୍ବସୀମା ଆଡ଼େ 25,000 ହାତ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ 25,000 ହାତ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ। ଆଉ ପବିତ୍ର ଉପହାର ଭୂମି ଓ ମନ୍ଦିରର ପବିତ୍ର ସ୍ଥାନ ତହିଁର ମଧ୍ୟବର୍ତ୍ତୀ ହେବ। ଆହୁରି ଅଧିପତିଙ୍କ ଅଂଶର ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ ଯେଉଁ ଭୂମି ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି ତାହା ଅଧିପତିଙ୍କ ପାଇଁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)