Ezekiel 48:22 — Compare Translations

4 translations compared side by side

Odia - 1840
"ଆଉ ପବିତ୍ର ଉପହାର ଭୂମି ଓ ମନ୍ଦିରର ପବିତ୍ର ସ୍ଥାନ ତହିଁର ମଧ୍ଯବର୍ତ୍ତୀ ହବେ। ଆହୁରି ଅଧିପତିଙ୍କ ଅଂଶର ମଧ୍ଯସ୍ଥିତ ଲବେୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ ଯେଉଁ ଭୂମି ଯିହୁଦା ଓ ବିନ୍ଯାମୀନର ସୀମାର ମଧ୍ଯବର୍ତ୍ତୀ ଅଛି ତାହା ଅଧିପତିଙ୍କ ପାଇଁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।