Ezekiel 48:23 — Compare Translations
5 translations compared side by side
Odia - 1840
"ୟର୍ଦ୍ଦନ ନଦୀର ପୂର୍ବ ରେ ବାସ କରୁଥିବା ପରିବାରବର୍ଗଙ୍କ ପାଇଁ ଏହି ସ୍ବତନ୍ତ୍ର ଭୂମିର ଦକ୍ଷିଣ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନର ଏକ ଅଂଶ ।
Odia Bible ERV 2004 (ପବିତ୍ର ବାଇବଲ)
“ଯର୍ଦ୍ଦନ ନଦୀର ପୂର୍ବରେ ବାସ କରୁଥିବା ପରିବାରବର୍ଗଙ୍କ ପାଇଁ ଏହି ସ୍ୱତନ୍ତ୍ର ଭୂମିର ଦକ୍ଷିଣରେ ରହିବ। ଏହିସବୁ ପରିବାରବର୍ଗମାନେ ଯର୍ଦ୍ଦନ ନଦୀର ପୂର୍ବଦିଗରେ ବାସ କରନ୍ତି। ପୂର୍ବ ସୀମାରୁ ମହାସମୁଦ୍ର ପର୍ଯ୍ୟନ୍ତ ପ୍ରତ୍ୟେକ ପରିବାରବର୍ଗଙ୍କର ଗୋଟିଏ ଗୋଟିଏ ବିଭାଗ ଭୂମି ରହିବ। ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ଯେଉଁ ପରିବାରଗୁଡ଼ିକ ରହିବେ ସେହି ପରିବାରବର୍ଗଗୁଡ଼ିକ ହେଲେ: ବିନ୍ୟାମୀନ, ଶିମିୟୋନ, ଇଷାଖର, ସବଲୁନ ଓ ଗାଦ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ।