Ezekiel 48:24 — Compare Translations
4 translations compared side by side
Odia - 1840
"ଏହିସବୁ ପରିବାରବର୍ଗମାନେ ୟର୍ଦ୍ଦନ ନଦୀର ପୂର୍ବଦିଗ ରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ ଯିହୋ. ୧୯:୧-୯
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ