Ezekiel 48:25 — Compare Translations
4 translations compared side by side
Odia - 1840
"ପୂର୍ବ ସୀମାରୁ ମହହା ସମୁଦ୍ର ପର୍ୟ୍ଯନ୍ତ ପ୍ରେତ୍ୟକକ ପରିବାରବର୍ଗଙ୍କର ଗୋଟିଏ ଗୋଟିଏ ବିଭାଗ ଭୂମି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।