Ezekiel 48:28 — Compare Translations
5 translations compared side by side
Odia - 1840
"ପୁଣି ଗାଦର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମୀରାବତ୍-କାଦେଶସ୍ଥ ଜଳ ପର୍ୟ୍ଯନ୍ତ ଅର୍ଥାତ୍ ମିଶରର ନଦୀ ଓ ମହାସମୁଦ୍ର ପର୍ୟ୍ଯନ୍ତ ଦେଶର ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗାଦର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଗାଦ୍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ ଅର୍ଥାତ୍ ମିଶରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ ଦେଶର ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗାଦ୍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗାଦ୍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।