Ezekiel 48:29 — Compare Translations

5 translations compared side by side

Odia - 1840
"ସହେି ହେଉଛି ଦେଶ ଯାହାକୁ ତୁମ୍ଭମାନେେ ଇଶ୍ରାୟେଲ ପରିବାରବର୍ଗର ଉତ୍ତରାଧିକାରୀମାନଙ୍କ ମଧିଅରେ ଭାଗ କରିବ ଓ ଏଗୁଡ଼ିକ ସମାନଙ୍କେର ଭିନ୍ନ ଭିନ୍ନ ଅଂଶ ଅଟେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ଵାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ହେଉଛି ଦେଶ ଯାହାକୁ ତୁମ୍ଭେମାନେ ଇସ୍ରାଏଲ ପରିବାରବର୍ଗର ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଭାଗ କରିବ ଓ ଏଗୁଡ଼ିକ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ଅଟେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।