Ezekiel 48:30 — Compare Translations

5 translations compared side by side

Odia - 1840
"ଆଉ ଏହିସବୁ ନଗରର ନିର୍ଗମନ ସ୍ଥାନ ହବେ। ଇଶ୍ରାୟେଲଙ୍କ ପରିବାରବର୍ଗ ପ ରେ ସମାନେେ ନାମିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି
Odia Bible ERV 2004 (ପବିତ୍ର ବାଇବଲ)
ନଗରର ଦ୍ୱାରସମୂହ “ଆଉ ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ। ଇସ୍ରାଏଲଙ୍କ ପରିବାରବର୍ଗ ପରେ ସେମାନେ ନାମିତ ହେବେ। “ଉତ୍ତର ଆଡ଼େ 4500 ହାତ ପରିମିତ ଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି