Ezekiel 48:31 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପରିବାରବର୍ଗର ନାମାନୁସା ରେ ଉତ୍ତର ରେ ତିନି ଦ୍ବାର ହବେ। ସଗେୁଡ଼ିକ ହେଲେ ରୁବନରେ ଦ୍ବାର, ଯିହୁଦାର ଦ୍ବାର ଓ ଲବେୀର ଦ୍ବାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନଗରର ଦ୍ଵାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ଵାର ହେବ; ଅର୍ଥାତ୍, ରୁବେନର ଏକ ଦ୍ଵାର; ଯିହୁଦାର ଏକ ଦ୍ଵାର; ଲେବୀର ଏକ ଦ୍ଵାର;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରିବାରବର୍ଗର ନାମାନୁସାରେ ଉତ୍ତରରେ ତିନି ଦ୍ୱାର ହେବ। ସେଗୁଡ଼ିକ ହେଲେ ରୁବେନ୍ର ଦ୍ୱାର, ଯିହୁଦାର ଦ୍ୱାର ଓ ଲେବୀର ଦ୍ୱାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;
Odia IRV 2017 (ଓଡିଆ ବାଇବେଲ)
ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;