Ezekiel 48:35 — Compare Translations

5 translations compared side by side

Odia - 1840
"ନଗରର ଚତୁର୍ଦ୍ଦିଗର ର୍ଦୈଘ୍ଯ 18,000 ହାତ ପରିମିତ ହବେ। ଆଉ ବର୍ତ୍ତମାନଠାରୁ ନଗରର ନାମ ହବେ, ସଦାପ୍ରଭୁ ତହିଁ ବିଦ୍ଯମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଦ୍ଦିଗ ଅଠର ହଜାର ନଳ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନʼ, ସେହି ଦିନଠାରୁ ନଗରର ଏହି ନାମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ନଗରର ଚତୁର୍ଦ୍ଦିଗର ଦୈର୍ଘ୍ୟ 18,000 ହାତ ପରିମିତ ହେବ। ଆଉ ବର୍ତ୍ତମାନଠାରୁ ନଗରର ନାମ ହେବ, ସଦାପ୍ରଭୁ ତହିଁ ବିଦ୍ୟମାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।