Ezekiel 48:4 — Compare Translations
4 translations compared side by side
Odia - 1840
"ପରିବାରବର୍ଗଙ୍କ ନିମନ୍ତେ ପୂର୍ବରୁ ପଶ୍ଚିମ ସୀମା ମଧିଅରେ ଦେଶ ବିଭାଗ ହବେ ଓ ଉତ୍ତରରୁ ଦକ୍ଷିଣ ସୀମା ମଧିଅରେ ପରିବାରବର୍ଗଙ୍କ ପାଇଁ ଦେଶ ବିଭାଗ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।
Odia IRV 2017 (ଓଡିଆ ବାଇବେଲ)
ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।