Ezekiel 48:8 — Compare Translations

5 translations compared side by side

Odia - 1840
"ପୁଣି ଦେଶ ତୁମ୍ଭେ ଉପହାର ରୂପେ ଦଇେଛ ତାହା ଯିହୁଦାର ଉତ୍ତର ସୀମା ରେ ରହିବ। ପୁଣି ଯିହୁଦାର ସୀମା ନିକଟରେ ପୂର୍ବରୁ ପଶ୍ଚିମ ସୀମା ପର୍ୟ୍ଯନ୍ତ ତୁମ୍ଭମାନଙ୍କ ଦତ୍ତ ଉପହାର ଭୂମି ରହିବ। ତାହାର ଲମ୍ବ 25,000 ହାତ ଓ ପୂର୍ବରୁ ପଶ୍ଚିମ ସୀମା ପର୍ୟ୍ଯନ୍ତ ଅନ୍ଯାନ୍ଯ ଅଂଶର ସମାନ ହବେ। ଆଉ ଏହାର ମଧ୍ଯବର୍ତ୍ତୀ ସ୍ଥାନ ରେ ମନ୍ଦିର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ନଳ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିର ସ୍ୱତନ୍ତ୍ର ବିଭାଗ “ପୁଣି ଦେଶ ତୁମ୍ଭେ ଉପହାର ରୂପେ ଦେଇଛ ତାହା ଯିହୁଦାର ଉତ୍ତର ସୀମାରେ ରହିବ। ପୁଣି ଯିହୁଦାର ସୀମା ନିକଟରେ ପୂର୍ବରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଦତ୍ତ ଉପହାର ଭୂମି ରହିବ। ତାହାର ଲମ୍ବ 25,000 ହାତ ଓ ପୂର୍ବରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଅନ୍ୟାନ୍ୟ ଅଂଶର ସମାନ ହେବ। ଆଉ ଏହାର ମଧ୍ୟବର୍ତ୍ତୀ ସ୍ଥାନରେ ମନ୍ଦିର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।
Odia IRV 2017 (ଓଡିଆ ବାଇବେଲ)