Ezekiel 48:9 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ଉପହାର ଭୂମି ନିବଦନେ କରିବ, ତାହାର ର୍ଦୈଘ୍ଯ 25,000 ଓ ପ୍ରସ୍ଥ 10,000 ହାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହାର ଦୈର୍ଘ୍ୟ 25,000 ଓ ପ୍ରସ୍ଥ 10,000 ହାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।