Ezekiel 5:10 — Compare Translations

5 translations compared side by side

Odia - 1840
"ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହେବେ ଯେ, ସେମାନଙ୍କ ମଧ୍ୟରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଗ୍ଭର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶେଷ ସୀମାରେ ଛିନ୍ନଭିନ୍ନ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।