Ezekiel 5:11 — Compare Translations
5 translations compared side by side
Odia - 1840
"ତହୁଁ ସଦାପ୍ରଭୁ ମାରେପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ବାରା ଓ ଆପଣାର ସବୁ ଘୃଣା ଯୋଗ୍ଯ କର୍ମଦ୍ବାରା ଆମ୍ଭର ପବିତ୍ରସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦବୋ। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ଵାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ଵାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦେବା। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”