Ezekiel 5:12 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମହାମାରୀରେ ଓ ଦୁର୍ଭିକ୍ଷରେ ନଗର ମଧ୍ୟରେ ମରିବେ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଯୁଦ୍ଧରେ ନଗର ବାହାରେ ମୃତ୍ୟୁବରଣ କରିବେ; ଆଉ ଅବଶିଷ୍ଟ ଏକ ତୃତୀୟାଂଶ ଛିନ୍ନଭିନ୍ନ ହେବେ। ଯେହେତୁ ଆମ୍ଭେ ‌‌ଖ‌ଡ଼୍‌ଗ ନେଇ ଗୋଡ଼ାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।
Odia IRV 2017 (ଓଡିଆ ବାଇବେଲ)