Ezekiel 5:13 — Compare Translations
5 translations compared side by side
Odia - 1840
"ତା'ପ ରେ ସମାନଙ୍କେ ବିରୁଦ୍ଧ ରେ ଆମ୍ଭର କୋରଧ ଶଷେ ହବେ ଓ ଆମ୍ଭର କୋପ ଶାନ୍ତ ହବେ। ଏବଂ ସମାନଙ୍କେ ଉପ ରେ ପ୍ରତିଶାଧେ ନଇେଥିବାରୁ ଆମ୍ଭେ ନିଜେ ଆଶ୍ବସ୍ତ ହବୋ। ତା'ପ ରେ ଯେତବେେଳେ ସମାନଙ୍କେ ଉପରୁ ମାରେ କୋରଧ ଦୂ ରଇେ ୟିବ, ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କୋର୍ଧ ସମାନଙ୍କେ ବିରୁଦ୍ଧ ରେ କହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶା; ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ଜ୍ଵାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ଶେଷ ହେବ ଓ ଆମ୍ଭର କୋପ ଶାନ୍ତ ହେବ। ଏବଂ ସେମାନଙ୍କ ଉପରେ ପ୍ରତିଶୋଧ ନେଇଥିବାରୁ ଆମ୍ଭେ ନିଜେ ଆଶ୍ୱସ୍ତ ହେବା। ତା’ପରେ ଯେତେବେଳେ ସେମାନଙ୍କ ଉପରୁ ମୋର କ୍ରୋଧ ଦୂରେଇ ଯିବ, ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କ୍ରୋଧ ସେମାନଙ୍କ ବିରୁଦ୍ଧରେ କହିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।