Ezekiel 5:14 — Compare Translations
5 translations compared side by side
Odia - 1840
"ପୁନର୍ବାର ପରମେଶ୍ବର କହିଲେ, ହେ ୟିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ଯ ଦଇେ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦବେେ, ପରିହାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ପରମେଶ୍ୱର କହିଲେ, “ହେ ଯିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ୟଦେଇ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦେବେ, ପରିହାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା।