Ezekiel 5:15 — Compare Translations

5 translations compared side by side

Odia - 1840
"ଏବଂ ଯେତବେେଳେ ଆମ୍ଭେ କୋରଧ ରେ ଏବଂ କୋର୍ଧ ଭର୍ତ୍ସନା ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ, ତୁମ୍ଭମାନଙ୍କର ଚତୁଃପାଶର୍‌ବ ରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ୟ୍ଯର ଏକ ବିସ୍ମଯର ବିଷଯ ହବେ। କିନ୍ତୁ ସମାନେେ ମଧ୍ଯ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର, ଓ ବିସ୍ମୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେତେବେଳେ ଆମ୍ଭେ କ୍ରୋଧରେ ଏବଂ କ୍ରୋଧ ଭର୍ତ୍ସନାରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା, ତୁମ୍ଭମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ଯ୍ୟର ଏକ ବିସ୍ମୟର ବିଷୟ ହେବ। କିନ୍ତୁ ସେମାନେ ମଧ୍ୟ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
Odia IRV 2017 (ଓଡିଆ ବାଇବେଲ)