Ezekiel 5:17 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଦୁର୍ଭିକ୍ଷ ଓ ବନ୍ଯ ଜନ୍ତୁମାନଙ୍କୁ ପଠାଇବା, ସମାନେେ ତୁମ୍ଭକୁ ନିଃସନ୍ତାନ କରି ଛାଡ଼ି ଦବେେ। ମହାମାରୀ ଓ ରକ୍ତପାତ ତୁମ୍ଭମାନଙ୍କର ମଧ୍ଯ ଦଇେ ୟିବ। ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉଠାଇବା। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ବନ୍ୟ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭକୁ ନିଃସନ୍ତାନ କରି ଛାଡ଼ି ଦେବେ। ମହାମାରୀ ଓ ରକ୍ତପାତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ। ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଉଠାଇବା। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”