Ezekiel 5:2 — Compare Translations

4 translations compared side by side

Odia - 1840
"ଆଉ ଏକ ତୃତୀଯାଂଶ ଖଡ୍ଗ ରେ କାଟ ଓ ନଗର ଚତୁର୍ଦ୍ଦିଗ ରେ ଭିଣି ଦିଅ। ଆଉ ଏକ ତୃତୀଯାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସମାନଙ୍କେୁ ଦୂର ଦେଶ ପର୍ୟ୍ଯନ୍ତ ଅନୁସରଣ କରିବା ଓ ଖଣ୍ଡା ରେ ସମାନଙ୍କେୁ ହତ୍ଯା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।
Odia IRV 2017 (ଓଡିଆ ବାଇବେଲ)