Ezekiel 5:6 — Compare Translations
5 translations compared side by side
Odia - 1840
"ଆଉ ୟିରୁଶାଲମର ଲୋକମାନେ ଦୁଷ୍ଟତା କରି ସହେି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ୍ ଶାସନାବଳି ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସମାନେେ ଆମ୍ଭର ଶାସନାବଳି ଅଗ୍ରାହ୍ଯ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରିନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିରୁଶାଲମର ଲୋକମାନେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!”