Ezekiel 5:7 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତୁମ୍ଭମାନେେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ତୁମ୍ଭମାନେେ ମାେ ଆଜ୍ଞାନୁସା ରେ ବ୍ଯବହାର କରୁ ନାହଁ କିଅବା ତୁମ୍ଭ ଚତୁର୍ଦ୍ଦିଗସ୍ଥ ଦେଶମାନଙ୍କର ଚଳଣି ଅନୁସାରେ ଜୀବନ ଧାରଣ କରିପାରିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ତଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ତୁମ୍ଭେମାନେ ମୋ’ ଆଜ୍ଞାନୁସାରେ ବ୍ୟବହାର କରୁ ନାହଁ କିଅବା ତୁମ୍ଭ ଚତୁର୍ଦ୍ଦିଗସ୍ଥ ଦେଶମାନଙ୍କର ଚଳଣି ଅନୁସାରେ ଜୀବନ ଧାରଣ କରିପାରିଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ
Odia IRV 2017 (ଓଡିଆ ବାଇବେଲ)
ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ”