Ezekiel 5:8 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧିଅରେ ତୁମ୍ଭର ବିଚାର କରିବାା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧ୍ୟରେ ତୁମ୍ଭର ବିଗ୍ଭର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।