Ezekiel 5:9 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ପ୍ରତି ତାହା କରିବା, ଯାହା ଆଗରୁ କବେେ କରି ନାହୁଁ କିଅବା ଭବିଷ୍ଯତ ରେ କବେେ କରିବା ନାହିଁ, କାରଣ ଏହିସବୁ ତୁମ୍ଭମାନଙ୍କର ଘୃଣ୍ଯ ବ୍ଯବହାର ପାଇଁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ପ୍ରତି ତାହା କରିବା, ଯାହା ଆଗରୁ କେବେ କରି ନାହୁଁ କିଅବା ଭବିଷ୍ୟତରେ କେବେ କରିବା ନାହିଁ, କାରଣ ଏହିସବୁ ତୁମ୍ଭମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।”