Ezekiel 6:10 — Compare Translations

5 translations compared side by side

Odia - 1840
"ଯେଉଁଥିପାଇଁ ସମାନେେ ହୃଦବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ସମାନେେ ମଧ୍ଯ ହୃଦଯଙ୍ଗମ କରିବେ ଯେ, ଆମ୍ଭେ ବୃଥା ରେ କହି ନ ଥିଲୁ, ଯେତବେେଳେ ଆମ୍ଭେ କହିଥିଲୁ ଯେ, ଏହା ଆମ୍ଭେ ସମାନଙ୍କେ ପ୍ରତି ଏହି ମନ୍ଦ କାର୍ୟ୍ଯ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଥିପାଇଁ ସେମାନେ ହୃ‌ଦ୍‌ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ସେମାନେ ମଧ୍ୟ ହୃଦୟଙ୍ଗମ କରିବେ ଯେ, ଆମ୍ଭେ ବୃଥାରେ କହି ନ ଥିଲୁ, ଯେତେବେଳେ ଆମ୍ଭେ କହିଥିଲୁ ଯେ, ଏହା ଆମ୍ଭେ ସେମାନଙ୍କ ପ୍ରତି ଏହି ମନ୍ଦକାର୍ଯ୍ୟ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।