Ezekiel 6:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ମାେତେ କହିଲେ, ତୁମ୍ଭେ ତାଳି ବଜାଅ ଓ ପଦାଘାତ କର ଓ କୁହ: ଧିକ୍! ସମାନଙ୍କେର ଘୃଣ୍ଯ ଓ ମନ୍ଦ କାର୍ୟ୍ଯ ଯୋଗୁଁ ଇଶ୍ରାୟେଲର ଗୃହ ଖଡ୍ଗର, ଦୁର୍ଭିକ୍ଷର ଓ ମହାମାରୀର ଶିକାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ ଓ ପଦାଘାତ କର ଓ ଇସ୍ରାଏଲ-ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ଼୍‍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ତୁମ୍ଭେ ତାଳି ବଜାଅ ଓ ପଦାଘାତ କର ଓ କୁହ: ଧିକ୍! ସେମାନଙ୍କର ଘୃଣ୍ୟ ଓ ମନ୍ଦକାର୍ଯ୍ୟ ଯୋଗୁଁ ଇସ୍ରାଏଲର ଗୃହ ‌‌ଖ‌ଡ଼୍‌ଗର, ଦୁର୍ଭିକ୍ଷର ଓ ମହାମାରୀର ଶିକାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।