Ezekiel 6:12 — Compare Translations
5 translations compared side by side
Odia - 1840
"ଦୂରବର୍ତ୍ତୀ ଲୋକମାନେ ମହାମାରୀ ରେ ମରିବେ। ନିକଟବର୍ତ୍ତୀ ଲୋକମାନେ ଖଡ୍ଗ ରେ ନିହତ ହବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷ ରେ ମରିବେ। କବଳେ ତା'ପ ରେ ଆମ୍ଭେ ସମାନଙ୍କେ ଉପ ରେ କୋରଧିତ ହବୋରୁ ବନ୍ଦ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ଵାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦୂରବର୍ତ୍ତୀ ଲୋକମାନେ ମହାମାରୀରେ ମରିବେ। ନିକଟବର୍ତ୍ତୀ ଲୋକମାନେ ଖଡ଼୍ଗରେ ନିହତ ହେବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷରେ ମରିବେ। କେବଳ ତା’ପରେ ଆମ୍ଭେ ସେମାନଙ୍କ ଉପରେ କ୍ରୋଧିତ ହେବାରୁ ବନ୍ଦ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।