Ezekiel 6:13 — Compare Translations

5 translations compared side by side

Odia - 1840
"ସମାନେେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତବେେଳେ ସମାନେେ ସମାନଙ୍କେର ମୃତ ଶରୀର ମୂର୍ତ୍ତିମାନଙ୍କ ମଧିଅରେ, ୟଜ୍ଞବଦେୀ ଚାରିପାଖ ରେ, ପର୍ବତର ଶୀର୍ଷ ଦେଶ ରେ, ଶୃଙ୍ଗ ରେ, ପ୍ରେତ୍ୟକକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରେତ୍ୟକକ ଆଲୋନ ଓକ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କ ରେ ସମାନେେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନବୈେଦ୍ଯ ଉତ୍ସର୍ଗ କରୁଥିଲେ, ସହେି ସକଳ ସ୍ଥାନ ରେ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ ଓ ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତେବେଳେ ସେମାନେ ସେମାନଙ୍କର ମୃତ ଶରୀର ମୂର୍ତ୍ତିମାନଙ୍କ ମଧ୍ୟରେ, ଯଜ୍ଞବେଦି ଗ୍ଭରିପାଖରେ, ପର୍ବତର ଶୀର୍ଷ ଦେଶରେ, ଶୃଙ୍ଗରେ, ପ୍ରତ୍ୟେକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କରେ ସେମାନେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନୈବେଦ୍ୟ ଉତ୍ସର୍ଗ କରୁଥିଲେ, ସେହି ସକଳ ସ୍ଥାନରେ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)