Ezekiel 6:14 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରି ଦିବଲା ପ୍ରାନ୍ତର ପର୍ୟ୍ଯନ୍ତ ସମାନଙ୍କେର ସମଗ୍ର ବସତି ସ୍ଥାନକୁ ଧ୍ବଂସ ଓ ଶୂନ୍ଯ କରିବୁ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ଵଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ଦିବ୍ଲା ପ୍ରାନ୍ତର ପର୍ଯ୍ୟନ୍ତ ସେମାନଙ୍କର ସମଗ୍ର ବସତି ସ୍ଥାନକୁ ଧ୍ୱଂସ ଓ ଶୂନ୍ୟ କରିବୁ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”