Ezekiel 6:2 — Compare Translations

5 translations compared side by side

Odia - 1840
"ସେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ଆଡ଼େ ବୁଲିପଡ଼ ଓ ସମାନଙ୍କେ ପ୍ରତି ଭବିଷ୍ଯଦବାଣୀ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣର ଆଡ଼େ ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପର୍ବତଗଣ ଆଡ଼େ ବୁଲିପଡ଼ ଓ ସେମାନଙ୍କ ପ୍ରତି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,