Ezekiel 6:3 — Compare Translations

5 translations compared side by side

Odia - 1840
"କୁହ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତ-ଗଣକୁ, ଜଳ-ପ୍ରଣାଳୀ ଓ ଉପତ୍ୟକାସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍‍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କୁହ:‘ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ! ସଦାପ୍ରଭୁ, ମୋର ପ୍ରଭୁ ପର୍ବତଗୁଡ଼ିକୁ, ଉପପର୍ବତଗୁଡ଼ିକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି, ଦେଖ ଆମ୍ଭେ ନିଜେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ‌‌ଖ‌ଡ଼୍‌ଗ ଆଣିବା ଓ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
Odia IRV 2017 (ଓଡିଆ ବାଇବେଲ)