Ezekiel 6:4 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କର ହାମବେଳି ନିମନ୍ତେ ଥିବା ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବଦେୀକୁ ମଧ୍ଯ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦବେତାଗଣର ସମ୍ମୁଖ ରେ ଫୋପାଡ଼ି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ଵଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କର ହୋମବଳି ନିମନ୍ତେ ଥିବା ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବେଦିକୁ ମଧ୍ୟ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ଫୋପାଡ଼ି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା।